ପୁରୀ, ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜୋରସୋରରେ ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ଶ୍ରୀନଅର ସମ୍ମୁଖ ରଥଖଳାରେ ବିଶ୍ଵକର୍ମା ମହାରଣା, ଭୋଇ ସେବାୟତ, ରୂପକାର ସେବାୟତ, କରତିଆ ସେବାୟତ ମାନେ ରଥ ନିର୍ମାଣ କାର୍ଯ୍ୟରେ ଲାଗି ପଡିଛନ୍ତି । ଭୂଇଁ, ପୋଟଳ, ପାରାଭାଡ଼ି ନିର୍ମାଣ ପରେ ତିନି ରଥରେ ଦିଆଯାଇଛି ୪୮ଟି ଲୁହା ପହି ।
ଏଠାରେ ଉଲ୍ଲେଖଯୋଗ୍ୟ, ଜୁନ୍ ୨୦ରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO