ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଜମ୍ମୁର ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଭାବନାକୁ ଆହୁରି ମଜବୁତ କରିବ । କେନ୍ଦ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହଙ୍କ ଟ୍ୱିଟ ଶୃଙ୍ଖଳର ପ୍ରତ୍ୟୁତ୍ତର ଦେଇ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଏହା ଆମ ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶନ କରିବ ଓ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ଭାବନାକୁ ମଜବୁତ କରିବ ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO