ଭୁବନେଶ୍ଵର,ଆଗାମୀ ୩ ରୁ ୪ ଦିନ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଗ୍ରୀଷ୍ମପ୍ରବାହରୁ ଭୀଷଣ ଗ୍ରୀଷ୍ମପ୍ରବାହ (ହିଟ୍ ୱେଭ୍ ଟୁ ସିଭିୟର୍ ହିଟ୍ ୱେଭ୍) ଲାଗି ରହିବାର ସମ୍ଭାବନା ରହିଛି । ପରବର୍ତୀ ସମୟରେ ତାପମାତ୍ରା ସାମାନ୍ୟ ତଳକୁ ଖସିବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 23, 2024
November 23, 2024
November 23, 2024