ଜଗତସିଂହପୁର, ଜଗତସିଂହପୁର ଜିଲା କୁଜଙ୍ଗରେ ବିଦ୍ୟୁତ ଆଘାତରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ମାନଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତି କରାଯାଇଛି ।