ବାଲେଶ୍ଵର, ବାଲେଶ୍ଵର ବାଲିଆପାଳରେ ଘଟିଛି ଅଘଟଣ । ଘର କାମ କରିବାର ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୬ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ହସ୍ପିଟାଲରେ ଭର୍ତି କରାଯାଇଛି ।
ପ୍ରକାଶ ଥାଉକି, ଗତ ୧୦ ତାରିଖରେ ବାଲେଶ୍ଵର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ କଂଟାପଡ଼ା ନାହୁଲ ଗ୍ରାମରେ ବିଦ୍ୟୁତ ଆଘାତରେ ମାଆ-ପୁଅଙ୍କ ମୃତ୍ୟୁ ଘଟିଥିଲା ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO