ଭୁବନେଶ୍ଵର, ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଆଗାମୀ ୨ ଦିନ ଯାଏଁ ଉପକୂଳରେ ଗୁଳୁଗୁଳି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିବ । ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରା ସ୍ଵାଭାବିକ ତୁଳନାରେ ୪ ରୁ ୬ ଡ଼ିଗ୍ରୀ ଅଧିକ ରହିବା ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।
Related Stories
November 23, 2024