ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ନାଗାଲାଣ୍ଡର ସମୃଦ୍ଧ ଜୈବିକ ଉତ୍ପାଦ ପ୍ରକୃତି ଓ ସଂସ୍କୃତି ମଧ୍ୟରେ ସହାବସ୍ଥାନକୁ ପ୍ରମାଣିତ କରୁଛି ।
ରାଜ୍ୟସଭା ସାଂସଦ ଶ୍ରୀମତୀ ଏସ. ଫାଙ୍ଗନୋନ କୋନ୍ୟାକଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ନାଗାଲାଣ୍ଡର ସମୃଦ୍ଧ ଜୈବିକ ଉତ୍ପାଦ ସତରେ ମନୋହର । ଏହା ପ୍ରକୃତି ଓ ସଂସ୍କୃତି ମଧ୍ୟରେ ସହାବସ୍ଥାନକୁ ମଧ୍ୟ ପ୍ରମାଣିତ କରୁଛି ।”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO