
ଭୁବନେଶ୍ୱର,ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ତିରୋଧାନ ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଟୁଇଟ୍ କରିଛନ୍ତି , ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପ୍ରଜାମଣ୍ଡଳ ଆନ୍ଦୋଳନର କର୍ଣ୍ଣଧାର ପବିତ୍ର ମୋହନ ପ୍ରଧାନଙ୍କ ତିରୋଧାନ ଦିବସରେ କୋଟି କୋଟି ପ୍ରଣାମ ।