ନୂଆଦିଲ୍ଲୀ ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ସାରା ରାଜ୍ୟରେ ଚାଲିଥିବା ରଜ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି; “ସମଗ୍ର ଓଡିଶାରେ ଚାଲିଥିବା ରଜ ଉତ୍ସବର ଶୁଭେଚ୍ଛା । ଏହି ଶୁଭ ଉତ୍ସବ ଉତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣିଦେଉ । ସମସ୍ତଙ୍କ ଜୀବନ ସୁଖମୟ ହେଉ ।”