ଭୁବନେଶ୍ୱର, ମୁକ୍ତା ଯୋଜନାରେ ଚଳିତ ଆର୍ôଥକବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ୧୦ ଜିଲ୍ଲାର ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୬ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ୨୨୫.୫୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହି ୧୦ ଜିଲ୍ଲା ହେଲା- ଢେଙ୍କାନାଳ , ଅନୁଗୁଳ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, ବଲାଙ୍ଗିରଳ ସୁବର୍ଣ୍ଣପୁର, ବରଗଡ, ଝାରସୁଗୁଡା ଓ ଦେବଗଡ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO