କୈଳାଶ ଚନ୍ଦ୍ର ପଣ୍ଡାଙ୍କ ରିପୋର୍ଟ,ପୁରୀ,
ଦେବୀ ସୁଭଦ୍ରାଙ୍କ ରଥ ଦର୍ପଦଳନର ଅଖରେ ଫାଟ ଦେଖିବାକୁ ମିଳିଛି । ରଥର ଉଛୁଳା ଅଖରେ ଫାଟ ଥିବା ଦେଖିବାକୁ ମିଳିଛି। ଫାଟକୁ ଲୁଚେଇବା ପାଇଁ ମହାରଣାମାନେ ବଟମ୍ ପ୍ୟାକିଂ କରି କ୍ଲାମ୍ପ ଫିଟିଂ କରିଛନ୍ତି। ତଥାପି ଅଖଟି ଦୁର୍ବଳ ଥିବା ଜଣାପଡ଼ିଛି। ତେବେ ଏତେ ବଡ଼ ତ୍ରୁଟିକୁ କିଏ ଓ କାହିଁକି ଲୁଚେଇଲା, ତାକୁ ନେଇ ବଡ଼ ପ୍ରଶ୍ନ ସୃଷ୍ଟି ହୋଇଛି।
ଏବେ ବି ସମୟ ଅଛି। ଏହାକୁ ସୁଧାରିବାକୁ ପଦକ୍ଷେପ ନିଆଯାଉ। ନ ହେଲେ ଅଘଟଣ ଘଟିପାରେ। ଜିଲ୍ଲା ପ୍ରଶାସନ ବା ଶ୍ରୀମନ୍ଦିର ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦିଅନ୍ତୁ ।
Related Stories
November 23, 2024