ପୁରୀ, ଆଜି ଶ୍ରୀଗୁଣ୍ଡିଚା ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ପ୍ରବଳ ଗୁଳୁଗୁଳି ଓ ଗରମ ଯୋଗୁଁ ଅପରାହ୍ନ ୧ଟା ୩୦ ସୁଦ୍ଧା ଶତାଧିକ ଶ୍ରଦ୍ଧାଳୁ ଚେତାଶୂନ୍ୟ ହୋଇପଡିଥିବା ଦେଖିବାକୁ ମିଳିଛି । ଅସୁସ୍ଥ ମାନଙ୍କୁ ଆଶୁ ଚିକିତ୍ସା ଶିବିରରେ ଭର୍ତି କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO