ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।