ବଲାଙ୍ଗିର, ଗତକାଲି ପୂର୍ବାହ୍ନ ପ୍ରାୟ ୧୧ଟା ୪୦ ସମୟରେ ଖରଲିକାନି ଗ୍ରାମ ନିକଟରେ ବଲାଙ୍ଗୀର ରେଞ୍ଜ କର୍ମଚାରୀଙ୍କ ଉପସ୍ଥିତିରେ ପ୍ରକୃତି ବନ୍ଧୁ ବିକିଜି ନାଗଙ୍କ ଦ୍ଵାରା ଏକ ବିରଳ ପ୍ରଜାତିର ପେଚା ଉଦ୍ଧାର କରାଯାଇଥିଲା। ଉଦ୍ଧାର ହେବା ପରେ ପେଚାକୁ ଏହାର ପ୍ରାକୃତିକ ବାସସ୍ଥାନରେ ଛାଡି ଦିଆଯାଇଥିଲା।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO