ଭୁବନେଶ୍ୱର, ବାଲେଶ୍ୱର ଜିଲ୍ଲାର ନୀଳଗିରି ବ୍ଲକ ବରହମପୁର ଥାନା କାଦୁଆଣି ଗ୍ରାମର ନଡ଼ିଆ ବଗିଚା ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ ଗୋହିରା ଚଟାଣସାହିର ମୁନା ବୋଲି ଜଣାପଡିଛି। ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।