ଭୁବନେଶ୍ୱର, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡା ଯାତ୍ରାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭକାମନା ଜଣାଇଛନ୍ତି।
ସେ ଟ୍ୱିଟ କରି କହିଛନ୍ତି. ପବବିତ୍ର ‘ବାହୁଡା ଯାତ୍ରା’ର ଅଭିନନ୍ଦନ । ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି । ଜୟ ଜଗନ୍ନାଥ ।
Posted by: Desk, Indo Kaling Times
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO