ଭୁବନେଶ୍ୱର, କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଟେବାମହୁଲ ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାମ ହେଲା ପଞ୍ଚୁ ମାଝୀ ।
ମିଳିଥିବା ସୂଚନା ଅନୁସାରେ ଘର ନିକଟରେ ଥିବା ସମୟରେ ହଠାତ ଜଙ୍ଗଲୀ ହାତୀ ଗାଁ ଭିତରକୁ ପଶି ଆସିଥିଲା । ଏହି ସମୟରେ ସେ ହାତୀ ସମ୍ମୁଖରେ ପଡି ଯାଇଥିଲେ । ଏ ସମ୍ପର୍କରେ ସୂଚନା ମିଳିବା ପରେ ଘଟଣା ସ୍ଥଳରେ ପୋଲିସ ଓ ବନ ବିଭାଗର କର୍ମଚାରୀ ମାନେ ପହଂଚିଥିବା ଜଣା ପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO