
ଭୁବନେଶ୍ୱର, ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଜଙ୍ଗଲ ରୁ ଯୁବକ ଙ୍କ ମୃତଦେହ ଉଦ୍ଧାର ହୋଇଛି । ମିଳିଥିବା ସୂଚନା ଅନୁସାରେ ଗାମୁଛା ରେ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।
ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ହତ୍ୟା କରାଯାଇଥିବା ନେଇ ସନ୍ଦେହ ବ୍ୟକ୍ତ କରାଯାଉଛି । ଘଟଣା ସ୍ଥଳରେ ମୁରିବାହାଲ ପୋଲିସ ପହଞ୍ଚି କରୁଛି ଶବ ଜବତ କରି ଛାନଭିନ କରୁଛି ।
Posted by: Desk, Indo Kaling Times