ଭୁବନେଶ୍ୱର, ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଜଙ୍ଗଲ ରୁ ଯୁବକ ଙ୍କ ମୃତଦେହ ଉଦ୍ଧାର ହୋଇଛି । ମିଳିଥିବା ସୂଚନା ଅନୁସାରେ ଗାମୁଛା ରେ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।
ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ହତ୍ୟା କରାଯାଇଥିବା ନେଇ ସନ୍ଦେହ ବ୍ୟକ୍ତ କରାଯାଉଛି । ଘଟଣା ସ୍ଥଳରେ ମୁରିବାହାଲ ପୋଲିସ ପହଞ୍ଚି କରୁଛି ଶବ ଜବତ କରି ଛାନଭିନ କରୁଛି ।
Posted by: Desk, Indo Kaling Times
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO