ବାରିପଦା, ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ବନଖଣ୍ଡରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି । ବଡଗାଁ ପଂଚାୟତରେ ଘର ଭାଙ୍ଗିବା ସହ ଦଳିଚକଟି ବ୍ୟାପକ ଫସଲ ନଷ୍ଟ କରିଛନ୍ତି । ଗାଁ ନିକଟ ଜଙ୍ଗଲରେ ଏହି ହାତୀ ପଲ ରହିଥିବାରୁ ଲୋକେ ଭୟଭିତ ହୋଇପଡିଛନ୍ତି।
Posted by: Desk, Indo Kaling Times

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO