ଭୁବନେଶ୍ୱର,ବାଲେଶ୍ବର ଜିଲ୍ଲା ସୋର ରେଳ ଷ୍ଟେସନର ନିକଟରେ ପୃଥକ ପୃଥକ ଦୁର୍ଘଟଣାରେ ଦୁଇଜଣ ଯୁବକ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଯୁବକ ବାଲେଶ୍ୱର ଜିଲା ସୋର ବ୍ଲକ ସିଙ୍ଗାଖୁଣ୍ଟା ପଞ୍ଚାୟତ ନୂଆସହିର ହରେକୃଷ୍ଣ ପାଣ୍ଡବ (୨୨) ହୋଇଥିବା ବେଳେ ତେଣେ ଅନ୍ୟ ଜଣେ ବିହାର ଅଞ୍ଚଳର ଅବଦୁଲ କ୍ବାଦିର (୨୪)। ପୋଲିସ ମୃତ ଦେହ ଜବତ କରି ଜାଂଚ ଚଳାଇଛି ।
Posted by: Desk, Indo Kaling Times
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO