ଭୁବନେଶ୍ଵର, ଗତ ୨୪ ଘଂଟାରେ ରାଜ୍ୟରେ ମୌସୁମୀ ସ୍ଵାଭାବିକ ରହିବା ସହ ୧୦.୪ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ୍ ବର୍ଷା ୯.୩ ମି.ମି. ତୁଳନାରେ ୧୨ ପ୍ରତିଶତ ଅଧିକ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Posted by: Desk, Indo Kaling Times
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO