ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି, ଓଡ଼ିଆ ଶାସ୍ତ୍ରୀୟ ସଙ୍ଗୀତର ମହାନ ଗାୟକ ବାଣୀକଣ୍ଠ ନିମାଇଁ ହରିଚନ୍ଦନଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି । ଆମ ପାରମ୍ପରିକ ସଙ୍ଗୀତ ସହ ଛାନ୍ଦ, ଚମ୍ପୁ, ଭଜନ ଓ ଜଣାଣ ଆଦିକୁ ନିଜ ସୁମଧୁର କଣ୍ଠରେ ସେ କାଳଜୟୀ କରିଛନ୍ତି । ଓଡ଼ିଶାର ସଙ୍ଗୀତ କ୍ଷେତ୍ରକୁ ସମୃଦ୍ଧ କରିବାରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ।
Posted by: Desk, Indo Kaling Times
Related Stories
November 24, 2024