ଭୁବନେଶ୍ଵର, ଗତ ୨୪ ଘଂଟାରେ ରାଜ୍ୟରେ ହାରାହାରି ୨.୯ ମି.ମି. ବର୍ଷା ରେକର୍ଡ କରାଯାଇଛି । ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକରେ ସର୍ବାଧିକ ୬୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସ୍ଵତନ୍ତ୍ର ରିଲିଫ୍ କମିଶନର (ଏସଆରସି) ସୂତ୍ରରୁ ଏହି ସୂଚନା ମିଳିଛି ।
Posted by: Desk, Indo Kaling Times

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO