ଗଞ୍ଜାମ, ଵିଡିପୁର ଅଞ୍ଚଳରେ ଆଖିଧରା ରୋଗ ବ୍ୟାପିବାରେ ଲାଗିଛି। ଵିଡିପୁର ସମେତ ଝାଡଭୂମି, ମେଣ୍ଟପୁର, ସୋରିଷମୁଳି, ପଟ୍ଟାଧର, ଖମାରପଲ୍ଲୀ, ଅଲାଡି, ନଇମପଦର,ଭୂଷଣ୍ଡପାଳ ତରଫ, ବରଗାଁ, ଅଞ୍ଚଳରେ ଏହି ରୋଗ ବ୍ୟାପିବାରେ ଲାଗିଛି। ଜିଲା ସ୍ଵାସ୍ଥ୍ୟ ବିଭାଗ ଏ ଦିଗରେ ଦୃଷ୍ଟି ଦେବାକୁ ଦାବି ହେଉଛି।
Posted by: Desk, Indo Kaling Times
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO