
ଭୁବନେଶ୍ଵର, ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତର ଓଡିଶା-ପାର୍ଶ୍ଵବର୍ତୀ ଗାଙ୍ଗୀୟ ପଶ୍ଚିମ ବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସମ୍ପ୍ରତି ସକ୍ରିୟ ରହିଥିବା ନେଇ ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ସୂଚନା ମିଳିଛି ।
Posted by: Desk, Indo Kaling Times