
ଭୁବନେଶ୍ୱର, ଭଦ୍ରକ ଜିଲ୍ଲା ତିହିଡି ଥାନା ଅନ୍ତର୍ଗତ ଗୁଆମାଳ ପଞ୍ଚାୟତର ମୋଡ଼ ସାହିରେ ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି । ଜମିବାଡ଼ିକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ହୋଇଛି । ଏହି ଗୋଷ୍ଠୀ ସଂଘର୍ଷରେ ଉଭୟ ପକ୍ଷରୁ 10 ରୁ ଅଧିକ ଗୁରୁତ୍ୱର ହୋଇଥିବା ସୂଚନା ମିଳିଛି । ଗୁରୁତର ମାନଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି ।
Posted by: Desk, Indo Kaling Times