ଭୁବନେଶ୍ୱର, ମାର୍କେଟ ବିଲ୍ଡିଂ ବନ୍ଦ ନେଇ ବିଏମ୍ସି କମିଶନର ବିଜୟ ଅମୃତ କୁଲାଙ୍ଗେ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେ ଏ ସମ୍ପର୍କରେ କିଛି ଲିଗାଲ୍ ଇସ୍ୟୁ ଅଛି, ଟିକେ ସମୟ ଲାଗିବ । ସେ କହିଛନ୍ତି ଯେ ଉଠାଦୋକାନୀଙ୍କ ପାଖରେ ହାଇକୋର୍ଟ ଅର୍ଡର ଅଛି । ସେମାନଙ୍କୁ କେମିତି ଥଇଥାନ କରାଯିବ ଆଲୋଚନା କରିବୁ । ଲିଗାଲ ଅଧିକାରୀଙ୍କ ସହ ଆଲୋଚନା କରି ନିଷ୍ପତ୍ତି ନେବୁ ବୋଲି ସେ କହିଛନ୍ତି ।
Posted by: Desk, Indo Kaling Times
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO