
ନୂଆଦିଲ୍ଲୀ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବିଗତ କିଛି ଦିନ ମଧ୍ୟରେ ମହାରାଷ୍ଟ୍ର ଓ ଗୁଜରାଟରେ ଦୁଇଟି ପିଏମ-ମିତ୍ର ମେଗା ଟେକ୍ସଟାଇଲ ପାର୍କ ଶିଳାନ୍ୟାସକୁ ପ୍ରଶଂସା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ବିଗତ କିଛି ଦିନ ମଧ୍ୟରେ ଦୁଇଟି ପିଏମ-ମିତ୍ର ମେଗା ଟେକ୍ସଟାଇଲ ପାର୍କର ଶିଳାନ୍ୟାସ ହୋଇଛି । ଏହି ପାର୍କଗୁଡିକ ମହାରାଷ୍ଟ୍ରର ଅମରାବତୀ ଓ ଗୁଜରାଟର ନବସାରିରେ ନିର୍ମାଣ ହେବ । ଏଗୁଡିକ ଉତ୍ପାଦନ ବୃଦ୍ଧି କରିବ, ନବସୃଜନକୁ ପ୍ରୋତ୍ସାହିତ କରିବ ଓ ବହୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ।”
Posted by: Desk, Indo Kaling Times