
-
୧୩ ଜିଲ୍ଲାରେ ନିଅଂଟିଆ ଏବଂ ଅବଶିଷ୍ଟ ୧୪ ଜିଲ୍ଲାରେ ସ୍ଵାଭାବିକ୍ ବର୍ଷା
ଭୁବନେଶ୍ଵର, ଚଳିତ ମୌସୁମୀ ଋତୁରେ ରାଜ୍ୟରେ ୧ ଜୁନ୍ ରୁ ୧୮ ଜୁଲାଇ ମଧ୍ୟରେ ୩ ଜିଲ୍ଲା ଝାରସୁଗୁଡା, ଦେବଗଡ଼ ଏବଂ ସମ୍ବଲପୁର ଜିଲ୍ଲାରେ ସ୍ଵାଭାବିକ୍ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୧୩ ଜିଲ୍ଲାରେ ନିଅଂଟିଆ ଏବଂ ଅବଶିଷ୍ଟ ୧୪ ଜିଲ୍ଲାରେ ସ୍ଵାଭାବିକ୍ ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Posted by: Desk, Indo Kaling Times