ଭୁବନେଶ୍ଵର, ଗତକାଲିର ଘୁର୍ଣ୍ଣିବଳୟ ଆଜି ମଧ୍ୟ ପଶ୍ଚିମ ଝଡ଼ଖଣ୍ଡ ଏବଂ ତାର ପାର୍ଶ୍ଵବର୍ତୀ ଅଂଚଳରେ ବାୟୁମଣ୍ଡଳରେ ୭.୬ କି.ମି. ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କେତକ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ଲାଗିରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।
Posted by: Desk, Indo Kaling Times
Related Stories
November 23, 2024