
ଭୁବନେଶ୍ଵର, ଆଗାମୀ ୨୪ ଘଂଟା ମଧ୍ୟରେ ଉତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ୧୯ ରୁ ୨୨ ତାରିଖ ଯାଏଁ ବିସ୍ତୃତି ବର୍ଷା ତଥା କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Posted by: Desk, Indo Kaling Times