
ଭୁବନେଶ୍ଵର, ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଜାରି ରହିଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Posted by: Desk, Indo Kaling Times