ସମ୍ବଲପୁର, ଉପର ମୁଣ୍ଡରେ ପ୍ରବଳ ବର୍ଷା ପରେ ଆସନ୍ତାକାଲି ହୀରାକୁଦ ଡ୍ୟାମ୍ ରୁ ଛଡାଯିବ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ତେଣୁ ଡ୍ୟାମ୍ କର୍ତୃପକ୍ଷଙ୍କ ପକ୍ଷରୁ ମହାନଦୀ ଭିତରକୁ ନଯିବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଉଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO