-
ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୫ ରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି
ଭୁବନେଶ୍ଵର, ୨୪ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପରବର୍ତୀ ୨୪ ଘଂଟା ମଧ୍ୟରେ ସମାନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୫ ରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।