ଭୁବନେଶ୍ଵର, ଗତକାଲିର ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ ଓଡ଼ିଶା ପାର୍ଶ୍ବବର୍ତୀ ଅଂଚଳରେ ସମୁଦ୍ର ପତନ ଠାରୁ ୩.୧ କି.ମି. ଉଚ୍ଚତାରେ ବାୟୁମଣ୍ଡଳରେ ସକ୍ରିୟ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।