ଭୁବନେଶ୍ଵର, ଆଗାମୀ ୨୪ ଘଂଟା ମଧ୍ୟରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ୨୬ ଜୁଲାଇ ବେଳକୁ ଘନୀଭୂତ ହୋଇ ଚଳିତ ମୌସୁମୀ ଋତୁର ପ୍ରଥମ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 23, 2024