ଭୁବନେଶ୍ଵର, ମୌସୁମୀ ନିମ୍ନଚାପ ରେଖା ଆଜି ଗୁଜୁରାଟର ଦେସା ରୁ ବାହାରି ଇନ୍ଦୋର, ଦାମୋହ, ପେନ୍ଦ୍ରାରୋଡ଼ ଏବଂ ଓଡ଼ିଶାର ଗୋପାଳପୁରରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହା ସମୁଦ୍ର ପତନ ଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 23, 2024