ଭୁବନେଶ୍ଵର, ମୌସୁମୀ ସ୍ଵାଭାବିକ ସହ ଗତ ୨୪ ଘଂଟାରେ ରାଜ୍ୟରେ ହାରାହାରି ୬.୪ ମି.ମି. ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ ହାରାହାରି ବୃଷ୍ଟିପାତ ୧ ଜୁଲାଇରୁ ୨୫ ଜୁଲାଇ ମଧ୍ୟରେ ୨୪୯.୬ ମି.ମି. ରହିଛି । ଯାହାକି ଜୁଲାଇ ମାସରେ ସ୍ଵାଭାବିକ୍ ବର୍ଷା ହାରାହାରି ୩୩୯.୯ ମି.ମି. ରହିଥାଏ ।
ଗତ ୨୪ ଘଂଟା ମଧ୍ୟରେ କୋରାପୁଟ ଜିଲ୍ଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୭୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO