ଭୁବନେଶ୍ଵର,ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଉତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଂଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଆଗାମୀ ୨୪ ଘଂଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତିକରିବା ସହ ଉତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 24, 2024
November 24, 2024