ଭୁବନେଶ୍ୱର,ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଓଡିଶା ଗସ୍ତର ଦ୍ୱିତୀୟ ଦିନରେ କଟକର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନକୁ ଯାଇଛନ୍ତି । ସେ ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ଭୁବନେଶ୍ୱର,ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଓଡିଶା ଗସ୍ତର ଦ୍ୱିତୀୟ ଦିନରେ କଟକର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନକୁ ଯାଇଛନ୍ତି । ସେ ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO