ମୋହନା, ଲଗାଣ ବର୍ଷାରେ ଗଜପତି ଜିଲ୍ଲା ମୋହନାରେ ହରଭଙ୍ଗି ନଦୀ ଉପରେ ଥିବା ଅସ୍ଥାୟୀ କାଠ ପୋଲ ଭାସିଯିବାରୁ ଗରଡ଼ମା ପଂଚାୟତର ତିନୋଟି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଫଳରେ ସମ୍ପୃକ୍ତ ଅଂଚଳବାସୀଙ୍କ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି ।