ପୁରୀ, ଆଜି ପବିତ୍ର ହରିଶୟନ ଏକାଦଶୀ । ଆଜିଠୁ ଚାରିମାସ ମହାପ୍ରଭୁ ଶୟନ ଯିବେ । ଭାଦ୍ରବ ମାସରେ କଡ଼ ଲେଉଟାଇବେ । କାର୍ତିକ ମାସ ଶୁକ୍ଳ ପକ୍ଷ ଏକାଦଶୀ ଦିନ ମହାପ୍ରଭୁ ନିଦରୁ ଉଠିବେ । ଏହି ସମୟରେ କୌଣସି ମାଙ୍ଗଳିକ କାର୍ଯ୍ୟ ହୋଇପାରିବ ନାହିଁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO