ଭୁବନେଶ୍ୱର, କେନ୍ଦ୍ରାପଡା ଜିଲ୍ଲାରୁ କେନ୍ଦୁଝର ଜିଲ୍ଲାର ବିଲେଇପଦା ନିକଟରେ ଥିବା ଶୈବ ପୀଠ ମୁର୍ଗା ମହାଦେବ ଯାଉଥିବା ବେଳେ ବୋଲ ବମ ଭକ୍ତ ମାନଙ୍କର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଘସିପୁରା ଥାନା ଶୈଲଙ୍ଗ ନିକଟରେ ଏହି ଗାଡି ଆଜି ସକାଳୁ ଓଲଟି ପଡିବା କାରଣରୁ ପାଂଚ ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇ ଜଣ ଗୁରୁତର ଅଛନ୍ତି ।
ଗୁରୁତର ଭାବେ ଆହତ ହୋଇଥିବା ଯାତ୍ରୀ ମାନଙ୍କୁ ଆନନ୍ଦପୁର ଉପଖଂଡ ଚିକିତ୍ସାଳୟରେ ଭର୍ତି କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO