ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁରୀ ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି, ସମ୍ବଲପୁରୀ ଦିନ୍ ଉଧେ ସମସ୍ତଙ୍କୁ ମୋର୍ ଗୁର୍ଦୁଟେ ଶୁଭେଚ୍ଛା । ଇଥିର୍ ଉଧେ ବିଶିଷ୍ଟ ସାହିତ୍ୟିକ୍ ଗୁରୁ ସତ୍ୟନାରାୟଣ ବହିଦାରଙ୍କୁ ମୋର ସମ୍ମାନ୍ ଆଉ ଶ୍ରଦ୍ଧାଞ୍ଜଳି ଜନଉଛେଁ । ସମକିରର୍ ହାତ୍ ଲାଗିକରି ପଶ୍ଚିମ୍ ଓଡ଼ିଶା ତଥା ଓଡ଼ିଶାର୍ ବିକାଶ୍ କେ ଗୁଟେ ନୂଆ ଦିଗ୍ ମିଲୁ । ଜୟ ମା’ ସମଲେଇ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO