ନୂଆଦିଲ୍ଲୀ, ମହାରାଷ୍ଟ୍ରର ଠାଣେ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ଅନେକ ଲୋକ ହତାହତ ହେବା ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଶୋକ ବ୍ୟକ୍ତ କରି କହିଛନ୍ତି ଯେ ଠାଣେ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ଅନେକ ଲୋକଙ୍କର ମୃତ୍ୟୁ ହେବା ଖବର ପାଇଁ ମୋତେ ଗଭୀର ଦୁଃଖ ହୋଇଛି । ଶୋକ ସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା । ଆହତ ହୋଇଥିବା ଲୋକ ମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO