
ଭୁବନେଶ୍ୱର,ଛତିଶଗଡର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମ ଦିବସର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ମନ୍ତ୍ରୀ ଟୁଇଟ୍ କରିଛନ୍ତି ଛତିଶଗଡର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ମହାପ୍ରଭୁଙ୍କ ପାଖରେ ତାଙ୍କର ଦୀର୍ଘ, ନିରାମୟ ଓ ସୁଖୀ ଜୀବନ କାମନା କରୁଛି ।