
ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମାଜ ସଂସ୍କାରକ ସ୍ୱର୍ଗତ ପ୍ୟାରୀମୋହନ ଆଚାର୍ଯ୍ଯଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି,ଓଡ଼ିଶାର ପ୍ରଖ୍ୟାତ ଐତିହାସିକ, ସମାଜସେବୀ ଓ ସମାଜ ସଂସ୍କାରକ ସ୍ୱର୍ଗତ ପ୍ୟାରୀମୋହନ ଆଚାର୍ଯ୍ଯଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।