ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଂଡିତ ନୀଳକଂଠ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି,ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।