ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଂଡିତ ନୀଳକଂଠ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି,ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO